ନୂଆପଡ଼ା ଉପନିର୍ବାଚନ, ମିଡିଆ କଭରେଜ୍ ଉପରେ ସର୍ତ୍ତ ଲାଗୁ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ନୂଆପଡ଼ା ନିର୍ବାଚନକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ୍ । ୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ବାହାର ଲୋକଙ୍କୁ ନୂଆପଡ଼ା ଛାଡିବାକୁ ନିର୍ଦ୍ଦେଶ । ଯିଏ ନୂଆପଡ଼ା ଯାଇଛନ୍ତି ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ସମସ୍ତେ ବାହାରିବେ । ଅସୁସ୍ଥ କହି ଯିଏ ରହିବାକୁ କହିବେ ତାଙ୍କୁ ମେଡିକାଲ ବୋର୍ଡ ପରୀକ୍ଷା କରିବ । ବର୍ତ୍ତମାନ ସୁଦ୍ଧା ନୂଆପଡ଼ାରୁ ଜବତ ହେଲାଣି ୧ କୋଟି ୨୨ ଲକ୍ଷ ଟଙ୍କା । ୧ କୋଟି ୩୨ ଲକ୍ଷ ଟଙ୍କାର ମଦ ଓ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ଜବତ ହୋଇଛି । ମିଡିଆ କଭରେଜ୍ ଉପରେ ସର୍ତ୍ତ ଲାଗୁ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ। ୪୮ ଘଣ୍ଟା ପୂର୍ବରୁ ନିର୍ବାଚନ ସଂପର୍କିତ କୌଣସି କଣ୍ଟେଣ୍ଟ ପ୍ରସାରଣ ନ କରିବାକୁ ଅପିଲ୍। ଭୋଟରଙ୍କୁ ପ୍ରଭାବିତ କଲା ଭଳି କଣ୍ଟେଣ୍ଟ ପ୍ରସାରଣ ନ କରିବାକୁ ଅପିଲ କଲେ।

Chief Electoral Officer
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+