ନୂଆପଡ଼ା ଉପନିର୍ବାଚନ: ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ

ନୂଆପଡ଼ା ଉପନିର୍ବାଚନ ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ କରାଯାଇଛି। ସୁନାବେଡ଼ାକୁ ଯିବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ ହୋଇଛି। ଗୋଟମା ଏୟାରଷ୍ଟ୍ରିଫ୍‌ରେ ପୋଲିସ ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି।

ଗତକାଲି ଅର୍ଥାତ୍‌ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ବିମାନ ଯାଞ୍ଚ କରାଯାଇଥିଲା। ଫ୍ଲାଇଂ ସ୍କ୍ବାର୍ଡ ଏବଂ ଭିଡିଓ ସର୍ଭେଲାନ୍ସ ଟିମ ତରଫରୁ ମୁଖ୍ୟମନ୍ତ୍ରୀ ଯାଇଥିବା ଏୟାରକ୍ରାଫ୍ଟ ଏବଂ ହେଲିକପ୍ଟର ଯାଞ୍ଚ ହୋଇଥିଲା।

Nuapada by-election Chief Minister s helicopter inspected for security reasons

ସେହିପରି ଶୁକ୍ରବାର ନୂଆପଡ଼ା ଯାଇଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ହେଲିକପ୍ଟର ଯାଞ୍ଚ ମଧ୍ୟ କରାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+