ବିହାର ବିଧାନସଭା ନିର୍ବାଚନ ସମୟରେ ହେବ ନୂଆପଡ଼ା ଉପନିର୍ବାଚନ

ବିହାର ବିଧାନସଭା ନିର୍ବାଚନ ସମୟରେ ହେବ ନୂଆପଡ଼ା ଉପନିର୍ବାଚନ । ନୂଆପଡ଼ା ଉପନିର୍ବାଚନ ବିଷୟରେ ନିର୍ବାଚନ କମିଶନଙ୍କ ସୂଚନା । ବିହାର ବିଧାନସଭା ସହ ୭ଟି ରାଜ୍ୟର ୮ଟି ବିଧାନସଭା ଆସନରେ ଉପନିର୍ବାଚନ । ୭ ରାଜ୍ୟରେ ହେବାକୁ ଥିବା ଉପନିର୍ବାଚନ ମଧ୍ୟରେ ରହିଛି ଓଡ଼ିଶାର ନୂଆପଡ଼ା ଆସନ । ରାଜ୍ରେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ଖାଲି ପଡିଛି ନୂଆପଡା ଆସନ ।

Nuapada

ଆସନ୍ତା ବିହାର ବିଧାନସଭା ସାଧାରଣ ନିର୍ବାଚନ ଏବଂ ଜମ୍ମୁ କଶ୍ମୀରର ବୁଡଗାମ୍ ଏବଂ ନଗ୍ରୋଟା, ରାଜସ୍ଥାନର ଆଣ୍ଟା, ଝାଡ଼ଖଣ୍ଡର ଘାଟଶିଲା, ତେଲଙ୍ଗାନାର ଜୁବଲିହିଲ୍ସ, ପଞ୍ଜାବର ତରଣ ତାରଣ, ମିଜୋରାମର ଡାମ୍ପା, ଓଡ଼ିଶାର ନୂଆପଡାରେ ହେବ ଉପନିର୍ବାଚନ । ଉପ ନିର୍ବାଚନ ପାଇଁ ୪୭୦ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିୟୋଜିତ ହେବେ । ୩୨୦ ଜଣ IAS, ୬୦ ଜଣ IPS ଏବଂ ୯୦ ଜଣ IRS/IRAS/ICAS ବିଭିନ୍ନ ରାଜ୍ୟରୁ ଆସିଥିବା ଅଧିକାରୀ ନିୟୋଜିତ ରହିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+