Get Updates
Get notified of breaking news, exclusive insights, and must-see stories!

ଚିଲିକାରେ କମିଲା ପକ୍ଷୀଙ୍କ ସଂଖ୍ୟା: ଗତବର୍ଷ ଠାରୁ ଚଳିତ ବର୍ଷ ୧୦ ହଜାର ୫୩୧ସଂଖ୍ୟା କମ

ଚିଲିକାରେ କମିଲା ପକ୍ଷୀଙ୍କ ସଂଖ୍ୟା । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଓ ବାଲୁଗାଁ ବନ୍ୟପ୍ରାଣୀ ବିଭାଗର ମିଳିତ ଆନୁକୂଲ୍ୟରେ ଚିଲିକା ଏବଂ ପକ୍ଷୀ ଅଭୟାରଣ୍ୟ ନଳବଣରେ ପକ୍ଷୀ ଗଣନା ହୋଇଛି ।

ଚିଲିକାରେ କମିଲା ପକ୍ଷୀଙ୍କ ସଂଖ୍ୟା । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଓ ବାଲୁଗାଁ ବନ୍ୟପ୍ରାଣୀ ବିଭାଗର ମିଳିତ ଆନୁକୂଲ୍ୟରେ ଚିଲିକା ଏବଂ ପକ୍ଷୀ ଅଭୟାରଣ୍ୟ ନଳବଣରେ ପକ୍ଷୀ ଗଣନା ହୋଇଛି ।

ରିପୋର୍ଟ ଅନୁସାରେ ସମଗ୍ର ଚିଲିକାରେ ୧୯୬ ପ୍ରଜାତିର ୧୧ ଲକ୍ଷ ୨୭ ହଜାର ୨୨୮ ଟି ପକ୍ଷୀଙ୍କ ସମାଗମ ହୋଇଥିଲା ବେଳେ କେବଳ ପକ୍ଷୀ ଅଭୟାରଣ୍ୟ ନଳବଣରେ ୯୨ ପ୍ରଜାତିର ୩ ଲକ୍ଷ ୪୩ ହଜାର ୨୨୬ ଟି ପକ୍ଷୀଙ୍କ ସମାଗମ ହୋଇଛି । ଗତ ବର୍ଷ ସମଗ୍ର ଚିଲିକାରେ ୧୧ ଲକ୍ଷ ୩୭ହଜାର ୭୫୯ଟି ପକ୍ଷୀ ମାନଙ୍କ ସମାଗମ ହୋଇଥିବା ବେଳେ ପକ୍ଷୀ ଅଭୟାରଣ୍ୟ ନଳବାଣରେ ୩ଲକ୍ଷ ୪୭ହଜାର ୨୮୦ଟି ପକ୍ଷୀଙ୍କ ସମାଗମ ହୋଇଥିଲା ।

Number of birds in Chilika down

ଗତବର୍ଷ ଠାରୁ ଚଳିତ ବର୍ଷ ୧୦ ହଜାର ୫୩୧ ପକ୍ଷୀଙ୍କ ସଂଖ୍ୟା କମ ହୋଇଛି । ପକ୍ଷୀ ଗଣନା ଅନୁସାରେ ସମଗ୍ର ଚିଲିକାରେ , ବିଦେଶୀ ପକ୍ଷୀଙ୍କ ମଧ୍ୟରେ ସର୍ବାଧିକ ଗଡ଼ୱାଲ ୨ଲକ୍ଷ ୧ହଜାର ୯୨୬ ଜଣ ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+