ଭିତର କନିକାରେ ବଢ଼ିଲା କୁମ୍ଭୀରଙ୍କ ସଂଖ୍ୟା, ସଂଖ୍ୟା ୧୮୫୮କୁ ବୃଦ୍ଧି

ଚଳିତବର୍ଷ ଭିତରକନିକା ଜାତୀୟ ଉଦ୍ୟାନ ଓ ରାଜନଗର ବନଖଣ୍ଡରେ କୁମ୍ଭୀର ଗଣନା ଶେଷ ହୋଇଛି। ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକର ଏନେଇ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ଭିତରକନିକାରେ ଚଳିତ ବର୍ଷ ୧୮୫୮ ଟି କୁମ୍ଭୀର ଥିବା ଜଣାପଡିଛି । ୨ ଫୁଟରୁ ଆରମ୍ଭ କରି ୮ ଫୁଟରୁ ଅଧିକ ପର୍ଯ୍ୟନ୍ତ କୁମ୍ଭୀରର ଗଣନା କରାଯାଇଥିଲା। ୨୦୨୫ ମସିହାରେ ୧୮୨୬ଟି କୁମ୍ଭୀର ଥିବା ବେଳେ ଚଳିତ ବର୍ଷ ମାତ୍ର ୩୨ଟି କୁମ୍ଭୀର ଅଧିକ ଥିବା ଜଣାପଡିଛି । ଗତ ଜାନୁଆରୀ ୮ ତାରିଖରୁ ଆରମ୍ଭ ହୋଇ ୧୨ ତାରିଖ ପର‌୍ୟ୍ୟନ୍ତ ଏହି ଗଣନା କରାଯାଇଥିଲା । ଏହି ଗଣନାରେ ପ୍ରାଣୀ ବିଶାରଦଙ୍କ ସହ, ରେଞ୍ଜ ଅଫିସର, ଫରେଷ୍ଟର, ଫରେଷ୍ଟଗାର୍ଡ ଓ ବନକର୍ମଚାରୀ ମାନେ ସାମିଲ ହୋଇଥିଲେ ।

bhitar Kanika
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+