ଅକ୍ଟୋବର ୨୭ରେ ଓଏଏସ୍‌ ପ୍ରିଲିମ୍‌, ପରୀକ୍ଷା ନେଇ ଓପିଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

କଟକ : ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି । ଅକ୍ଟୋବର ୨୭ରେ ଓଏଏସ ପ୍ରିଲିମିନାରୀ ପରୀକ୍ଷା। ପ୍ରିଲିମ୍‌ ପରୀକ୍ଷା ନେଇ ଓପିଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

oas preliminary exam

ପରୀକ୍ଷା ସମ୍ପର୍କରେ ସବିଶେଷ ତଥ୍ୟ ପାଇଁ ପରୀକ୍ଷାର୍ଥୀ http://opsc.gov.in ରେ ଲଗ୍ ଅନ୍ କରିବାକୁ ପରାମର୍ଶ ଦିଆଯାଇଛି । ଏହି ୱେବ୍ ସାଇଟରେ ସମସ୍ତ ବିଷୟରେ ଯାଞ୍ଚ୍ କରିପାରିବେ ପରୀକ୍ଷୀର୍ଥୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+