BMC ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ OAS ସଂଘର ଚେତାବନୀ, ଦାବିପୂରଣ ନ ହେବା ପର୍ଯ୍ୟନ୍ତ ଛୁଟିରେ ରହିବେ ଅଫିସର
BMC ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ OAS ସଂଘର ଚେତାବନୀ । ସଂଘର ବୈଠକରେ ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ ଦାବି। ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ଦେବାକୁ ହେଲା ପ୍ରସ୍ତାବ ପାରିତ। ଆକ୍ରମଣ ବ୍ୟକ୍ତି ଉପରେ ନୁହେଁ, ସାଧାରଣ ସେବା ବ୍ୟବସ୍ଥା ଉପରେ ଲେଖିଲେ।ଫିଲ୍ଡରେ କାର୍ଯ୍ୟରତ ଅଫିସରଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଦେବାକୁ ଦାବି ।

ଦାବିପୂରଣ ନ ହେବା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ OAS ଅଫିସର ଛୁଟିରେ ରହିବେ। ସରକାର ଗୁରୁତର ସହ ନେଇ ତ୍ବରିତ ପଦକ୍ଷେପ ନେବେ ବୋଲି ଆଶାବାଦୀ।












Click it and Unblock the Notifications