ରାଜ୍ୟରେ ପ୍ରତିଷ୍ଠା ହେବ ଓଡ଼ିଆ ଅସ୍ମିତା ଭବନ, ବାଜିଲା କ୍ୟାବିନେଟ ମୋହର

ଶେଷ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଯେଉଁଥିରେ ୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି।

ସେହିପରି କଳା ଓ ସଂସ୍କୃତିର ବିକାଶ ପାଇଁ ୨୦୦ କୋଟି ଟଙ୍କାର କର୍ପସ ପାଣ୍ଠି ଗଠନ ହୋଇଛି। ରାଜ୍ୟରେ ଓଡ଼ିଆ ଅସ୍ମିତା ଭବନ ପ୍ରତିଷ୍ଠା କରାଯିବ।

ଏହା ସହିତ ଓଡ଼ିଆ ଅନୁବାଦ ଏକାଡେମୀ, ତାଳପତ୍ର ପୋଥି ସଂଗ୍ରହାଳୟ, ପାଇକ ବିଦ୍ରୋହ ସଂଗ୍ରହାଳୟ, ଓଡ଼ିଆ ନୃତ୍ୟ ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପ୍ରତିଷ୍ଠା ନେଇ ବୈଠକରେ ମଞ୍ଜୁରି ମିଳିଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୧୮୭୮୮ କନିଷ୍ଠ ଶିକ୍ଷକ ନିଯୁକ୍ତ କରାଯିବା ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+