ଶ୍ରୀମନ୍ଦିରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଉନ୍ମୋଚନ ହେଲା ଓଡ଼ିଆ କ୍ୟାଲେଣ୍ଡର

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଛି। ଏହାପୂର୍ବରୁ ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ମହାପ୍ରଭୁଙ୍କ ନିକଟରେ ଲାଗି ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି।

puri

ଏହି ଅବସରରେ ରାଜ୍ୟ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ ପ୍ରମୁଖ ଶ୍ରୀଜୀଉଙ୍କ ଦର୍ଶନ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+