ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ ଦୁଷ୍କର୍ମ ଅଭିଯୋଗ; ପୀଡ଼ିତା ବାପାଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ ଦୁଷ୍କର୍ମ ଅଭିଯୋଗ ଘଟଣା। ପୀଡ଼ିତା ବାପାଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ। ସମବେଦନା ଜଣାଇବା ସହ ସହାୟତା ପ୍ରଦାନ ପାଇଁ ଦେଲେ ପ୍ରତିଶ୍ରୁତି।

CM speaks to victim s father over phone

ଅଭିଯୁକ୍ତମାନଙ୍କୁ କଠୋର ତମ ଦଣ୍ଡ ଦେବା ପାଇଁ ଦାବି ରଖାଯାଇଛି ।ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଛି କହିଲେ ମୁଖ୍ୟମନ୍ତ୍ରୀ।
ଦୁର୍ଗାପୁର ପୋଲିସ ସହ ଯୋଗାଯୋଗରେ ଅଛନ୍ତି ବାଲେଶ୍ଵର ଏସ୍‌ପି। ପୀଡ଼ିତାଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯାଉଛି କହିଲେ ମୁଖ୍ୟମନ୍ତ୍ରୀ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+