ଓଡ଼ିଆ ନବବର୍ଷ:ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ଆଜି ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ । ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟପାଳ ପ୍ରଫେସର ଗଣେସୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।
ଏହି ଅବସରରେ ଟ୍ୱଟ୍ କରି ରାଜ୍ୟପାଳ ଲେଖିଛନ୍ତି, ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଶା ନବବର୍ଷ ଅବସରରେ ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢି ତୋଳିବାକୁ ରାଜ୍ୟପାଳ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି ।

ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ। #ବନ୍ଦେଉତ୍କଳଜନନୀ pic.twitter.com/oCckKIPRHQ
— Naveen Patnaik (@Naveen_Odisha) April 14, 2023
ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଶା ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ' ।
ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ। #ବନ୍ଦେଉତ୍କଳଜନନୀ pic.twitter.com/oCckKIPRHQ
— Naveen Patnaik (@Naveen_Odisha) April 14, 2023

Click it and Unblock the Notifications