ଶାରଳା ପୁରସ୍କାର ପାଇବେ ସୁଖ୍ୟାତ କବି ଓ କଥାକାର ଦେବଦାସ ଛୋଟରାୟ
ସୁଖ୍ୟାତ କବି ଓ କଥାକାର ଦେବଦାସ ଛୋଟରାୟ ପାଇବେ ଶାରଳା ପୁରସ୍କାର । ଗଳ୍ପ ସଂକଳନ ମ୍ୟାଟିନି ଶୋ' ପାଇଁ ପାଇବେ ସମ୍ମାନଜନକ ଶାରଳା ପୁରସ୍କାର । ଅକ୍ଟୋବର ୨୬ ତାରିଖରେ ସାରସ୍ୱତ ସମାବେଶ ସମ୍ମାନିତ ହେବେ ଦେବଦାସ ଛୋଟରାୟ । ସମ୍ମାନପତ୍ର, ଫଳକ ସହ ୭ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ ପୁରସ୍କାର ହିସାବରେ ।

ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତିବର୍ଷ ଇମ୍ପାକ୍ଟ ପକ୍ଷରୁ ଶାରଳା ପୁରସ୍କାର ଦିଆଯାଉଛି । ଚିତ୍ରଶିଳ୍ପୀ ବଳାଦେବ ମହାରଥୀ, ସଙ୍ଗୀତଗୁରୁ ରାମହରି ଦାସ ପାଇବେ ପୁରସ୍କାର ବାବଦକୁ ଉଭୟଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କା ଲେଖାଏଁ ମିଳିବ ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications