ଓଡ଼ିଆ ଯୁବକଙ୍କୁ ତାମିଲନାଡୁରେ ମରଣାନ୍ତକ ଆକ୍ରମଣ, ତାମିଲନାଡୁ ସରକାରଙ୍କୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ କହିଲେ ମନ୍ତ୍ରୀ
ଜଣେ ଓଡ଼ିଆ ଯୁବକଙ୍କୁ ତାମିଲନାଡୁରେ ମରଣାନ୍ତକ ଆକ୍ରମଣ ହୋଇଛି । ତୀବ୍ର ପ୍ରତିକ୍ରିୟା ପ୍ରକାଶ କଲେ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ।ତାମିଲନାଡୁ ସରକାରଙ୍କୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ କହିଲେ। ରାଜ୍ୟ ସରକାରଙ୍କ ଜଣେ ଅଧିକାରୀଙ୍କୁ ତାମିଲନାଡୁ ପଠାଯାଇଛି କହିଲେ। ତାମିଲନାଡୁରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ କହିଲେ ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ।

More From
-
IPL ୨୦୨୬: ଆଜିଠୁ ଆଇପିଏଲ, ଡିପେଣ୍ଡିଂ ଚାମ୍ପିଅନ ଆରସିବିକୁ ଭେଟିବ ଏସ୍ଆରଏଚ୍ -
ମହଜୁଦ ଅଛି ପେଟ୍ରୋଲିୟମ ସାମଗ୍ରୀ ଓ ଗ୍ୟାସ, ନିୟମାବଳୀକୁ ପାଳନ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର... -
ଜେଏଏଲ୍ ଅଧିଗ୍ରହଣ ପ୍ରକ୍ରିୟାକୁ ନେଇ ବେଦାନ୍ତର ଆପତ୍ତି, ଅଦାନି ପ୍ରସ୍ତାବକୁ ଆଇନସମ୍ମତ ବୋଲି ମାନ୍ୟତା ଦେଲେ କୋର୍ଟ ଓ CoC -
IPL 2026 : ଗୌହାଟୀରେ ଚେନ୍ନାଇ ବନାମ ରାଜସ୍ଥାନ, ଫୋକସରେ ବୈଭବ-ସଞ୍ଜୁ-ଜାଡେଜା, ଖେଳିବେନି ଧୋନୀ -
ଭାରତୀୟ ସେନାକୁ ସ୍ୱଦେଶୀ ପ୍ରହାର ଲାଇଟ୍ ମେସିନ୍ ଗନର ପ୍ରଥମ ବ୍ୟାଚ୍ ପ୍ରଦାନ କଲା ଆଦାନୀ ଡିଫେନ୍ସ -
IPL 2026: ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ବ୍ୟାଟିଂ କରିବ KKR, ସୂର୍ଯ୍ୟ ପ୍ଲେଇଙ୍ଗ XIରୁ ଆଉଟ୍ -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ




Click it and Unblock the Notifications