ଭୁବନେଶ୍ୱର ଏମ୍ସ ରୁ ୧୨ ଦଲାଲ ଗିରଫ, ବ୍ଲାକରେ ଟିକେଟ ବିକ୍ରି ବେଳେ ଚଢାଉ
ଭୁବନେଶ୍ବର ଏମ୍ସରୁ ଗିରଫ ହେଲେ ଦଲାଲ୍ । ବ୍ଲାକରେ ଟିକେଟ୍ ବିକ୍ରି କରୁଥିବା ବେଳେ ୧୨ ଦଲାଲ ଗିରଫ । ଖଣ୍ଡଗିରି ଥାନା ପୋଲିସ ଏହି ଦଲାଲ୍ମାନଙ୍କୁ ଗିରଫ କରିଛି ।
ଭୁବନେଶ୍ବର: ଭୁବନେଶ୍ବର ଏମ୍ସରୁ ଗିରଫ ହେଲେ ଦଲାଲ୍ । ବ୍ଲାକରେ ଟିକେଟ୍ ବିକ୍ରି କରୁଥିବା ବେଳେ ୧୨ ଦଲାଲ ଗିରଫ । ଖଣ୍ଡଗିରି ଥାନା ପୋଲିସ ଏହି ଦଲାଲ୍ମାନଙ୍କୁ ଗିରଫ କରିଛି । ଦୀର୍ଘ ଦିନ ହେବ ଏମ୍ସ ହସ୍ପିଟାଲରେ ଡାକ୍ତରଙ୍କ ପରାମର୍ଶ ପାଇଁ ଟିକେଟ କାଟି ବ୍ଲାକରେ ବିକ୍ରି କରୁଥିଲେ ।

ବିଭିନ୍ନ ଆଳରେ ବାହାର ଜିଲ୍ଲାରୁ ଆସୁଥିବା ରୋଗୀ ଓ ସମ୍ପର୍କୀୟଙ୍କୁ ଠକି ଏମାନେ ଟଙ୍କା ନେଉଥିଲେ । ଟିକେଟ, ଆଡମିଶନ ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବାକୁ କହି ସେମାନଙ୍କୁ ଲୁଟୁଥିଲେ । ଦଲାଲ ମାନେ ଆଗୁଆ ଟିକେଟ କାଟି ରୋଗୀଙ୍କୁ ୪ରୁ ୫ହଜାର ଟଙ୍କାରେ ବିକୁଥିଲେ । ଏନେଇ ଖଣ୍ଡଗିରି ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ଆଜି ଚଢାଉ କରି ୧୨ ଜଣକୁ ଗିରଫ କରିଥିବା ବେଳେ ଧରପଗଡ଼ ଜାରି ରହିଛି ।
ତେବେ ଏମ୍ସକୁ ଦଲାଲ ମୁକ୍ତ କରିବା ପାଇଁ ପ୍ରୟାସ ଆରମ୍ଭ କରିଛି କମିଶନରେଟ ପୋଲିସ । ଅଭିଯାନ ଚାଲୁ ରହିଥିବା ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂହ ।
More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications