Breaking!! ଗାଧୋଇଲା ବେଳେ ନଦୀରେ ବୁଡ଼ି ୨ ଭାଇଙ୍କ ମୃତ୍ୟୁ

ବାଲେଶ୍ୱର: ଗାଧୋଇଲା ବେଳେ ନଦୀରେ ବୁଡ଼ି ୨ ନାବାଳକ ମୃତ । ବାଲେଶ୍ୱର ବୁଢ଼ାବଳଙ୍ଗ ନଦୀରେ ବୁଡ଼ି ୨ ଭାଇ ମୃତ ହୋଇଛି ।
ଗାଧୋଇବା ବେଳେ ରେମୁଣା ପତୁକାଶାସନ ଗାଁରେ ଏହି ଅଘଟଣ ଘଟିଛି ।

ଦୁହିଁଙ୍କ ମଧ୍ୟରୁ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣଙ୍କ ବୈଶିଙ୍ଗା ହସ୍ପିଟାଲରେ ମୃତ୍ୟୁ ହୋଇଛି । ମୃତକ ୨ ଜଣ ନାବାଳକ; ବୟସ ୮ ଓ ୧୭ ବର୍ଷ ସୂଚନା ମିଳିଛି ।

Odisha

ଆଜି ଦିନ ୧୨ଟା ସମୟରେ ତୁଷାର ଓ ବିକାଶ ବୁଢ଼ାବଳଙ୍ଗ ନଦୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ଜଣେ ନାବାଳକଙ୍କର ଗୋଡ଼ ଖସିଯାଇଥିଲା, ସେ ନଦୀରେ ବୁଡ଼ି ଯାଇଥିଲେ। ଅନ୍ୟ ଜଣେ ନାବାଳକ ଏହା ଦେଖି ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ହେଲେ ସେ ମଧ୍ୟ ନଦୀରେ ବୁଡ଼ି ଯାଇଥିଲେ।

ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ଦୁଇ ଜଣଙ୍କୁ ଉଦ୍ଧାର କରିଥିଲେ। ହେଲେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ବୈଶିଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+