ଡିଜିପିଙ୍କ ନିକଟରେ ଆତ୍ମସର୍ମପଣ କଲେ ୫୦ ମିଲିସିଆ ମାଓବାଦୀ

ସ୍ୱାଭିମାନ ଅଞ୍ଚଳରେ ପୋଲିସ ଡିଜି ସୁନୀଲ ବଂଶଲ । ଗସ୍ତ ସମୟରେ ଡିଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ୫୦ ମିଲିସିଆ ମାଓବାଦୀ । ହିଂସା ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି ଡିଜି ।

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ପୋଲିସ ଡିଜି ସୁନୀଲ ବଂଶଲ । ଗସ୍ତ ସମୟରେ ଡିଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ୫୦ ମିଲିସିଆ ମାଓବାଦୀ । ହିଂସା ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି ଡିଜି । ଏହା ସହ ଦୁର୍ଗମ ଯନ୍ତ୍ରୀ ଠାରେ ବିଏସଏଫ କ୍ୟାମ୍ପ ଉଦଘାଟନ କରିଛନ୍ତି ।

Odisha

ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ମଧ୍ୟରେ ୨ ଜଣ ମହିଳା ଓ ୪୮ ଜଣ ପୁରୁଷ ଅଛନ୍ତି। ନକ୍ସଲମାନେ ହିଂସା ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହେବାକୁ ଡିଜିପି ଆହ୍ୱାନ ଦେଇଛନ୍ତି।

ଡିଜିପି ଆଜି ପୂର୍ବାହ୍ନ ୧୦ଟା ୪୦ରେ ସ୍ୱାଭିମାନ ଅଞ୍ଚଳର ଯନ୍ତ୍ରୀ ବିଏସ୍ଏଫ୍ କ୍ୟାମ୍ପରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ। ତାଙ୍କ ସହ ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଅପରେସନ୍ ଆଇଜି ଅମିତାଭ ଠାକୁର ଓ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ ପ୍ରମୁଖ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+