ଘାଟିରେ ଓଲଟିଲା ନଳକୂପ ଖନନ ଗାଡ଼ି, ୧୨ ଆହତ

ଦିଗପହଣ୍ଡି: ଘାଟିରେ ଓଲଟିଲା ନଳକୂପ ଖନନ ଗାଡ଼ି, ୧୨ ଆହତ । ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ଦୁର୍ଘଟଣା । ଏବେବି ଜଣେ ଚାପି ହୋଇ ରହିଛି, ୫ ଜଣଙ୍କ ଅବସ୍ଥା ଗୁରୁତର । ଦୁର୍ଘଟଣାରେ ସମସ୍ତ ଆହତ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି। ଗଜପତିରୁ ଗଞ୍ଜାମ ଆସୁଥିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ।

Odisha accident news
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+