ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ଆଜିଠୁ ବର୍ଷା ଦୁଇ ଦିନ ବର୍ଷା

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଶେଷ ଉତ୍ତର ଓ ଉପକୂଳ ଓଡ଼ିଶାରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି ।

odisha weather update

ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗୋଟାଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେଥିପାଇଁ ୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କେଉଁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ଅତି ପ୍ରବଳ ବର୍ଷା ନେଇ ଅରେଂଜ ୱାର୍ଣ୍ଣିଂ, ୬ ଜିଲ୍ଲା ଅନୁଗୁଳ, ଦେଓଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ଵର ଓ ଢେଙ୍କାନାଳକୁ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହାସହ ସମୁଦ୍ର ଅଶାନ୍ତ ହେତୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ପ୍ରବେଶ ବାରଣ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+