ଆସନ୍ତା ୩୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ
ଆସନ୍ତା ୩୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ। ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ ହେବ ଅନ୍ତ୍ୟୋଦୟ ଗୃହ ଯୋଜନା।

୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର। ଭିନ୍ନକ୍ଷମ, ବିଧବା, ରୋଗରେ ପୀଡ଼ିତ ଯୋଜନାରେ ସାମିଲ ହେବେ । ସହିଦ ପରିବାର, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ସାମିଲ ହୋଇପାରିବେ।












Click it and Unblock the Notifications