ରାଜ୍ୟର ୧୭ ବିଶ୍ୱବିଦ୍ୟାଳୟରେ ୧୪୦୪ ଅଧ୍ୟାପକ ପଦ ଖାଲି

ରାଜ୍ୟର ୧୭ ବିଶ୍ୱବିଦ୍ୟାଳୟରେ ୧୪୦୪ ଅଧ୍ୟାପକ ପଦ ଖାଲିପଡ଼ିଛି । ଗୃହରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଲିଖିତ ଉତ୍ତର।

୨୬୦ ପ୍ରାଧ୍ୟାପକ, ୪୫୩ ଆସୋସିଏଟ୍ ପ୍ରାଧ୍ୟାପକ, ୬୬୯ ସହକାରୀ ପ୍ରାଧ୍ୟାପକ ପଦ ଖାଲି । ରେଭେନ୍ସାରେ ସର୍ବାଧିକ ପଦ ଖାଲି, ତା'ପଛକୁ ରହିଛି ଉତ୍କଳ ବିଶ୍ୱବିଦ୍ୟାଳୟ । ୧୭ ବିଶ୍ୱବିଦ୍ୟାଳୟରେ ୨୨୮୬ ଅଣଶିକ୍ଷକ ପଦବୀ ଖାଲିପଡ଼ିଛି ।

odisha assembly 1 404 faculty posts are vacant
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+