ଗତ ୧୦ ବର୍ଷରେ ୧୨୩ ମାଓବାଦୀ ନିହତ; ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର
ଗତ ୧୦ ବର୍ଷରେ ୧୨୩ ମାଓବାଦୀ ନିହତ ହୋଇଛନ୍ତ । ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର । ୧୦ ବର୍ଷରେ ମାଓବାଦୀ ଆକ୍ରମଣରେ ୧୧ ସୁରକ୍ଷାକର୍ମୀ ସହିଦ ହୋଇଛନ୍ତି ।

ମୋଟ ୧୯୬ ଜଣ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଦୀର୍ଘ ଦିନ ଛୁଟିରେ ଥିବା ସମ୍ପୃକ୍ତ ୧୯୬ ଜଣ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । ଶ୍ରୀ ମହାଲିଙ୍ଗ କହିଛନ୍ତି ଯେ ରାଜ୍ୟ ସରକାର ଶୂନ ସହନଶୀଳତା ଉପରେ କାର୍ଯ୍ୟ କରୁଛନ୍ତି ।
ନିୟମ ଅନୁସାରେ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ୧୯୬ ଜଣ ଡାକ୍ତର ବିଭିନ୍ନ କାରଣ ଦର୍ଶାଇ ଛୁଟିରେ ରହିଛନ୍ତି ।
ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ରାଜ୍ୟରେ ଗୋଟିଏ ଡାକ୍ତରଙ୍କ ଅଭାବ ଯୋଗୁଁ ସ୍ୱାସ୍ଥ୍ୟ ସେବା ବ୍ୟାହତ ହେଉଛି । ଅନ୍ୟପଟେ ସରକାରୀ ନିଯୁକ୍ତି ପାଇ ମଧ୍ୟ ବହୁ ଡାକ୍ତର କାର୍ଯ୍ୟରେ ଯୋଗନଦେଇ ଛୁଟିରେ ରହୁଛନ୍ତି । ଅନ୍ୟପକ୍ଷରେ ସମ୍ପୃକ୍ତ ଡାକ୍ତର ବିଭିନ୍ନ ଘରୋଇ ସେବାରେ ଲିପ୍ତ ଥିବା ଅଭିଯୋଗ ମାନ ଉଠୁଛି ।
ଅନ୍ୟପକ୍ଷରେ ରାଜ୍ୟରେ ୫୦୧୪ଟି ଡାକ୍ତରୀ ପଦବୀ ଖାଲି ପଡ଼ିଛି । ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି ।
ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ୧୧୧୪ ସ୍ପେଶାଲିଷ୍ଟ ଡାକ୍ତରଙ୍କ ସହ ୫୦୧୪ ଡାକ୍ତର ପଦବୀ ଖାଲି ପଡ଼ିଛି । ୩୦ଟି ଜିଲ୍ଲାରେ ୩୭୫ଟି ସିଏଚସିରେ ଡାକ୍ତର ନାହାନ୍ତି । ସର୍ବାଧିକ ଗଞ୍ଜାମରେ ୪୫୦ ଓ ମୟୂରଭଞ୍ଜରେ ୩୦୯ ପଦବୀ ଖାଲି ପଡ଼ିଛି । ସେହିପରି ଖୋର୍ଦ୍ଧାରେ ୧୨, କଟକରେ ୨୮୧ ଡାକ୍ତରୀ ପଦବୀ ଖାଲି ପଡ଼ିଛି । ମୟୂରଭଞ୍ଜ ଓ ଗଞ୍ଜାମରେ ସର୍ବାଧିକ ୮୭ଟି ଲେଖାଏଁ ସ୍ପେଶାଲିଷ୍ଟ ଡାକ୍ତରୀ ପଦବୀ ଖାଲି ପଡ଼ିଛି ବୋଲି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ସୂଚନା ଦେଇଛନ୍ତି ।
-
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ଯୁଦ୍ଧର ବଡ଼ ପ୍ରଭାବ ; ମିଳୁନି କ୍ରିକେଟ୍ ବଲ୍; ନୂଆ ସିଜିନ୍ ପୂର୍ବରୁ ବଢିଲା ଟେନସନ୍ -
୫ ବିଶ୍ୱନେତାଙ୍କ ସହ କଥା ହେଲେ ମୋଦି -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଗୃହକୁ ୧୧ଟା ୩୦ ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ












Click it and Unblock the Notifications