Odisha Assembly Adjourned Till Tomorrow: ଆଜିଠୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଯାଇଛି ଯାହା ଆସନ୍ତାକାଲି ୧୦ଟା ୩୦ ପର୍ଯ୍ୟନ୍ତ nbsp;ଗୃହ ମୁଲତବୀ ରଖାଯାଇଛି । ଗହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି ।