ସମୁଦ୍ର ବୁଡ଼ି ଘଟଣାରେ ଉଦ୍ବେଗଜନକ ତଥ୍ୟ; ୫ ବର୍ଷ ମଧ୍ୟରେ ସମୁଦ୍ରରେ ବୁଡ଼ି ୪୭ ଜଣଙ୍କ ମୃତ୍ୟୁ
ରାଜ୍ୟରେ ସମୁଦ୍ର ବୁଡ଼ି ଘଟଣାରେ ଉଦ୍ବେଗଜନକ ତଥ୍ୟ । ୫ ବର୍ଷ ମଧ୍ୟରେ ସମୁଦ୍ରରେ ବୁଡ଼ି ୪୭ ଜଣଙ୍କ ମୃତ୍ୟୁ। ବିଧାୟକ ଓମ୍ ପ୍ରକାଶ ମିଶ୍ରଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର।

ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା। ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଏଯାବତ ୯୬ ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫ କୋଟି ୯୬ ଲକ୍ଷ ଫେରସ୍ତ କରାଯାଇଛି।ନୂଆ ସରକାର ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକରଣ କରୁଛନ୍ତି।
ଚିଟପଣ୍ଡ୍ ଟଙ୍କା ଫେରସ୍ତ ନେଇ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ ଚାଲିଛି। ଅବଶିଷ୍ଟ ଜମାକାରୀଙ୍କୁ ଫେରସ୍ତ ପାଇଁ ତ୍ବରିତ ପଦକ୍ଷେପ ନିଆଯାଉଛି।












Click it and Unblock the Notifications