ଓଡ଼ିଶା ବିଧାନସଭା ନିର୍ବାଚନ: ଦ୍ବିତୀୟ ପର୍ଯ୍ୟାୟରେ ୬୭. ୫୯ ପ୍ରତିଶତ ମତଦାନ

ଦେଶରେ ପଞ୍ଚମ ଓ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି । ଗତକାଲି ରାତି ୧୧ଟା ୩୦ ସୁଦ୍ଧା ଓଡ଼ିଶାରେ ପ୍ରାୟ ୬୭. ୫୯ ପ୍ରତିଶତ ମତଦାନ ହୋଇଛି । ଦେଶରେ ମୋଟ୍ ୬୦. ୦୯ ପ୍ରତିଶତ ଭୋଟିଂ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ରାତି ୧୧ଟା ୩୦ ସୁଦ୍ଧା ଓଡ଼ିଶାରେ ପ୍ରାୟ ୬୭. ୫୯ ପ୍ରତିଶତ ମତଦାନ ହୋଇଛି। ଦେଶରେ ମୋଟ୍ ୬୦. ୦୯ ପ୍ରତିଶତ ଭୋଟିଂ ହୋଇଥିବା ନିର୍ବାଚନ କମିସନଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

second phase

ଗତକାଲି ରାଜ୍ୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଲୋକସଭା ସମେତ ଏହା ଅଧୀନରେ ଥିବା ସମସ୍ତ ୩୫ ବିଧାନସଭା ପାଇଁ ଭୋଟ୍ ପଡ଼ିଛି। ୩୦୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଛି। ୫ଟି ଲୋକସଭା ଆସନରେ ୪୦ ଜଣ ପ୍ରାର୍ଥୀ ଓ ୩୫ଟି ବିଧାନସଭା ଆସନ ପାଇଁ ୨୬୫ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି।

ପଶ୍ଚିମବଙ୍ଗରେ ସର୍ବାଧିକ ୭୪. ୬୫ ପ୍ରତିଶତ ଭୋଟିଂ ହୋଇଛି । ଗତକାଲି ରାଜ୍ୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଲୋକସଭା ସମେତ ଏହା ଅଧିନରେ ଥିବା ସମସ୍ତ ୩୫ ବିଧାନସଭା ପାଇଁ ଭୋଟ୍ ପଡ଼ିଛି । ୩୦୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଛି । ୫ଟି ଲୋକସଭା ଆସନରେ ୪୦ ଜଣ ପ୍ରାର୍ଥୀ ଓ ୩୫ଟି ବିଧାନସଭା ଆସନ ପାଇଁ ୨୬୫ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+