ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ; ୭ଟି ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀଙ୍କ ପାଇଁ ମାଗିବ ଭୋଟ୍

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ନବୀନ ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀ ଓ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଖରିଆର ଓ ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ଦୁଇଟି ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ଭବାନୀପାଟଣାରେ ପହଞ୍ଚିିବେ । ଏହାପରେ ଶ୍ରୀକ୍ରିଷ୍ଣାନଗର ପଡ଼ିଆରେ ଜନସଭା ସମ୍ବୋଧନ କରିବେ ।

Naveen Patnaik
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+