କେଉଁ ତାରିଖରେ କେଉଁ ବିଧାନସଭା ଆସନ ପାଇଁ ଭୋଟ୍ ଦେବ ଓଡ଼ିଶା ? ପଢ଼ନ୍ତୁ ଆଉ ଜାଣନ୍ତୁ

ଓଡ଼ିଶାରେ ୪ ପର୍ଯ୍ୟାୟର ଭୋଟ୍ ହେବ । ୧୩ ମଇରୁ ଓଡ଼ିଶାରେ ଭୋଟ । ରାଜ୍ୟରେ ମେ ୧୩, ମେ ୨୦, ମେ ୨୫ ଏବଂ ଜୁନ୍‌ ୧ରେ ଭୋଟ ଗ୍ରହଣ ହେବ । ଜୁନ୍‌ ୪ ତାରିଖରେ ସାରା ଦେଶରେ ଭୋଟ ଗଣତି ହେବ । ତେବେ ଜାଣନ୍ତୁ କେଉଁ ତାରିଖରେ କେଉଁ ବିଧାନସଭା ପାଇଁ ଭୋଟ୍ ଦେବ ଓଡ଼ିଶା ?

ODISHA ASSEMBLY ELECTION

ମେ ୧୩ରେ କେଉଁଠି ଭୋଟ୍‌ ?

ନୂଆପଡ଼ା, ଖଡ଼ିଆଳ, ଲାଞ୍ଜିଗଡ, ଜୁନାଗଡ଼, ଧର୍ମଗଡ, ଭବାନୀପାଟଣା, ନର୍ଲା , ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପଡ଼ା, ମାଲକାନଗିରି, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର, କୋରାପୁଟ, ପଟାଙ୍ଗୀ ।

ମେ ୨୦ରେ କେଉଁଠି ଭୋଟ୍‌ ?
ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ
, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଂଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଂଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି, ହିଂଜିଳି ।

ମେ ୨୫ରେ କେଉଁଠି ଭୋଟ୍‌ ?

କୁଚିଣ୍ଡା, ରେଂଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡ଼ା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ କଟକ, ଚୌଦ୍ୱାର କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼ ।

ଜୁନ ୧ ରେ କେଉଁଠି ଭୋଟ ?

ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳୀ, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+