ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲା: ଶୁଣାଣି ସରିବା ରାୟ ସଂରକ୍ଷିତ ରଖିଲେ କୋର୍ଟ

ଶୁଣାଣି ସରିବା ରାୟ ସଂରକ୍ଷିତ ରଖିଲେ କୋର୍ଟ । ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲାରେ ଖୋର୍ଦ୍ଧା ଦ୍ୱିତୀୟ ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ଶୁଣାଣି ହୋଇଛି । ଶୁଣାଣି ସରିବା ରାୟ ସଂରକ୍ଷିତ ରହିଛି ।

ମତଦାନ ବେଳେ ଇଭିଏମ୍ ଭାଙ୍ଗିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଅନେକ ଆଇନଜୀବୀ ଏହି ମାମଲାରେ ଯୁକ୍ତି ଉପସ୍ଥାପନ କରିଛନ୍ତି ।

odisha assembly election

ବେଗୁନିଆ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୪୪ ନଂ ବୁଥରେ ଗଣ୍ଡଗୋଳ, ମାରପିଟ୍ ଓ ଇଭିଏମ ଭଙ୍ଗାରୁଜା ଅଭିଯୋଗରେ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିଛି ପୋଲିସ ।Bପ୍ରଶାନ୍ତଙ୍କ ବିରୋଧରେ ୧୧୭/୨୪ରେ ମାମଲା ରୁଜୁ କରିଛି ପୋଲିସ । ତାଙ୍କ ବିରୋଧରେ ଆଇପିସିର ବିଭିନ୍ନ ଧାରା ସହ ଅନେକ ଆକ୍ଟ ଲାଗିଛି ।

ନିକଟରେ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପକ୍ଷରୁ ଗୋଟିଏ ସିସିଟିଭି ଫୁଟେଜ ଜାରି ହୋଇଥିଲା । ଯେଉଁଥିରେ ଜଗଦ୍ଦେବ ଇଭିଏମ୍ ଭାଙ୍ଗିନଥିବା ଦାବି ହୋଇଥିଲା । ତେବେ ରାୟ ଆସିଲ ଏହା ଜଣାପଡ଼ିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+