Odisha Assembly Election: ବିଜେପି ଛାଡି କଂଗ୍ରେସରେ ସାମିଲ ହେଲେ ଦେବାଶିଷ ନାୟକ

ପୁଣି ଦଳ ଡେଇଁଲେ ଦେବାଶିଷ ନାୟକ । କଂଗ୍ରେସରେ ସାମିଲ ହେଲେ ଦେବାଶିଷ ନାୟକ । ବିଜେପି ଛାଡ଼ି କଂଗ୍ରେସରେ ଯୋଗଦେଲେ ଦେବାଶିଷ ନାୟକ । ଫେବ୍ରୁଆରୀ ୨୫ରେ ବିଜେଡି ଛାଡ଼ି ବିଜେପିରେ ଯୋଗଦେଇଥିଲେ ଦେବାଶିଷ ।

Odisha Assembly Election

ମାତ୍ର ୨ ମାସ ୯ ଦିନ ପରେ ବିଜେପି ଛାଡ଼ି କଂଗ୍ରେସରେ ସାମିଲ ।ବରୀରୁ ବିଜେପି ଟିକେଟ ଆଶାୟୀ ଥିଲେ ଦେବାଶିଷ । କିନ୍ତୁ ମିଳିନଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+