Odisha Assembly Election 2024: ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ବଡ଼ଚଣାରୁ ଲଢ଼ିବେ ବର୍ଷା

ବିଧାନସଭା ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ବଡ଼ଚଣାରେ ସର୍‌ପ୍ରାଇଜ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ । ବଡ଼ଚଣାରୁ ପ୍ରାର୍ଥୀ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ବର୍ଷାଙ୍କ ପ୍ରାର୍ଥିତ୍ବ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ।

  1. ଚିଲିକା- ରଘୁନାଥ ସାହୁ
  2. ଆନନ୍ଦପୁର- ଅଭିମନ୍ୟୁ ସେଠୀ
  3. ସାରସକଣା- ଦେବାଶିଷ ମାରାଣ୍ଡି
  4. କରଞ୍ଜିଆ- ବାସନ୍ତୀ ହେମ୍ବ୍ରମ
  5. କେନ୍ଦ୍ରାପଡ଼ା- ଗଣେଶ୍ବର ବେହେରା
  6. ଚମ୍ପୁଆ- ସନାତନ ମହାକୁଡ଼
  7. ରେମୁଣା- ବିଦ୍ୟାସ୍ମିତା ମହାଳିକ
  8. ସିମୁଳିଆ- ସୁଭାଷିନୀ ସାହୁ
  9. ବଡ଼ଚଣା: ବର୍ଷା ପ୍ରିୟଦର୍ଶିନୀ

varsha Priyadarshini

କିଛିଦିନ ତଳେ ବିଜେଡିରେ ମିଶିଥିଲେ ଅଭିନେତ୍ରୀ ତଥା ଅନୁଭବ ମହାନ୍ତିଙ୍କ ପୂର୍ବ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ । ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଥିଲେ । ଗତ କିଛି ଦିନ ତଳେ ହିଁ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ ଅନୁଭବ । ଆଉ ଏହାପରେ ରାଜନୀତିରେ ସିଧାସଳଖ ଏଣ୍ଟ୍ରି ମାରିଛନ୍ତି ତାଙ୍କ ପୂର୍ବତନ ପତ୍ନୀ ବର୍ଷା ।

ଗତ ସାଧାରଣ ନିର୍ବାଚନ ସମୟରେ ବର୍ଷା ମଧ୍ୟ ବିଜେଡି ପାଇଁ ପ୍ରଚାର କରିଥିଲେ । ହେଲେ କିଛି ଦିନ ହେବ ସେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+