ବିଧାୟକ ପ୍ରାର୍ଥୀଙ୍କ ରାଲି ବେଳେ ମାଡିଗଲା ଟ୍ରକ୍‌; ୩ ଆହତ

ବଡ଼ମ୍ବା: ବିଧାୟକ ପ୍ରାର୍ଥୀଙ୍କ ରାଲି ବେଳେ ମାଡିଗଲା ଟ୍ରକ୍‌ । ୩ ଆହତ । ୩ ଆହତଙ୍କ ମଧ୍ୟରୁ ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର । ବଡ଼ମ୍ବା ଟାଉନ ନିକଟରେ ରାଲି ବେଳେ ମାଡିଗଲା ଟ୍ରକ୍‌ । ୩ ଜଣଙ୍କ ଗୋଡରେ ଗଭୀର ଆଘାତ ଲାଗିଥିବା ସୂଚନା ।

Odisha Assembly Elections

କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡି ଯାଇଛି ଟ୍ରକ୍‌ । ଆଉ ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ବଡମ୍ବା ଟାଉନ ନିକଟରେ ମଙ୍ଗଳବାର ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ରାଲି ଆୟୋଜିତ ହୋଇଥିଲା । ଆଉ ଏଥିରେ ବହୁ ସଂଖ୍ୟାରେ ଲୋକ ଯୋଗ ଦେଇଥିଲେ। ସେହି ସମୟରେ ହଠାତ୍‌ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ ନିୟନ୍ତ୍ରଣ ହରାଇ ରାଲି ଉପରେ ମାଡି ଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+