ଓଡ଼ିଶା ବିଧାନସଭା ନିର୍ବାଚନ: ଖୋର୍ଦ୍ଧା, କଟକରେ ସରକାରୀ ଛୁଟି ବାତିଲ

ଭୂବନେଶ୍ୱର: ସାଧାରଣ ନିର୍ବାଚନ ୨୦୨୪କୁ ଆଖିରେ ରଖି ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ସରକାରୀ ଛୁଟି ଦିବସକୁ ବାତିଲ କରାଯାଇଛି । ଖୋର୍ଦ୍ଧା ଏବଂ କଟକ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏପରିକି ଶନିବାର ଓ ରବିବାର ଛୁଟି ମଧ୍ୟ ବାତିଲ କରାଯାଇଛି ।

ମେ ୧୧, ୧୨, ୧୯, ୨୩, ୨୫, ୨୬ ଏବଂ ଜୁନ୍ ୨ ତାରିଖରେ ଥିବା ଛୁଟି ଦିବସକୁ ବାତିଲ କରାଯାଇଛି । ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଫିସ୍ ଆସିବା ପାଇଁ କୁହାଯାଇଛି ।

Odisha assembly Election

ଜିଲ୍ଲାପାଳଙ୍କ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ସମସ୍ତ ବିଡିଓ, ତହସିଲଦାର, ଡିଷ୍ଟ୍ରିକ୍ ଲେଭଲ୍ ଅଫିସର ଓ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଚିଠି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+