Odisha Assembly: ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ପାଇଁ ଖୁବଶୀଘ୍ର ପ୍ରସ୍ତୁତ ହେବ ଗାଇଡ୍ଲାଇନ୍
ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ପାଇଁ ଖୁବଶୀଘ୍ର ପ୍ରସ୍ତୁତ ହେବ ଗାଇଡ୍ଲାଇନ୍ । ବିଧାନସଭାରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଶ୍ନରେ ଆଇନ ମନ୍ତ୍ରୀଙ୍କ ଉତ୍ତର। ଭକ୍ତଙ୍କ ଶୃଙ୍ଖଳିତ ଧାଡ଼ି ଦର୍ଶନ ନେଇ ପରିଚାଳନା କମିଟି ଅନୁମୋଦନ କରିଛି।
ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସବ କମିଟି ପାଇଁ ପରିଚାଳନା କମିଟି କହିଛି । ଏ ନେଇ ସବ କମିଟି ସେବକ ନିଯୋଗଙ୍କ ସହ ଆଲୋଚନା କରିବେ।
ଯେମିତି ଶ୍ରୀଜିଉଙ୍କ ନୀତିକାନ୍ତି ପ୍ରଭାବିତ ହେବନି ସେହି ଅନୁସାରେ ହେବ । ନାଟ ମଣ୍ଡପରେ ଧାଡ଼ି ଦର୍ଶନ ପାଇଁ ମାର୍ଗଦର୍ଶିକା ପ୍ରସ୍ତୁତ କରିବେ । ପ୍ରଥମେ ପରୀକ୍ଷାମୂଳକ ଭାବେ ଧାଡ଼ି ଦର୍ଶନ କରିବାକୁ ପରାମର୍ଶ ଆସିଛି ।













Click it and Unblock the Notifications