ଗୃହରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ଗୃହ ମୁଲତବି

Odisha Assembly: ଗୃହରେ ବିରୋଧୀ ବିଧାୟକଙ୍କ ହଟ୍ଟଗୋଳ ଯୋଗୁ ୪ଟା ଯାଏଁ ଗୃହ ମୁଲତବି ରଖିଛନ୍ତି ବାଚସ୍ପତି । ଗୁରୁବାର ଦିନ ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ପୋଲାଭରମ ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ ବିରୋଧୀ । ହୋ ହଲ୍ଲା କରିବା ସହ ବାଚସ୍ପତିଙ୍କ ମାଇକ୍ ଟାଣିଦେଇଥିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି । ଯାହା ପରେ ଦିନ ୪ଟା ଯାଏଁ ବାଚସ୍ପତି ଗୃହକୁ ମୁଲତବୀ ରଖିଥିଲେ ।

Odisha Assembly

ବିଜେଡି ପଏଣ୍ଟ ଅଫ୍ ଅର୍ଡର ମାଗିବା ସହ ବିରୋଧୀ ଦଳ ନେତାଙ୍କୁ ଗିରଫ ଶଦ୍ଦ ପ୍ରସିଡିଂରୁ ହଟାଇବା ପାଇଁ ଦାବି କରି ବିଜେଡି ସଦସ୍ୟ ହଟ୍ଟଗୋଳ ଆଲମ୍ଭ କରିଥିଲେ । ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦର ବୃଦ୍ଧି ଉପରେ ମୁଲତଦୀ ପ୍ରସ୍ତାବ ଅଲୋଚନା ବେଳେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଉତ୍ତର ବେଳେ ହଟ୍ଟଗୋଳ କରିଥିଲେ ବିଜେଡି ଓ କଂଗ୍ରେସ ସଦସ୍ୟ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+