Odisha Assembly Monsoon Session Live: ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ, ୧୩ରୁ ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ
ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ । ଅଧିବେଶନର ପ୍ରଥମ ଦିନରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ ।

ଭୁବନେଶ୍ୱର: ଆଜି ବିଧାନସଭାର ମୌସୁମୀ ଅଧିବେଶନର ଚତୁର୍ଥ ଦିନ । ଚଳିତ ଅଧିବେଶନର ପ୍ରଥମ ଦିନରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ । କରୋନା ପାଇଁ ଗୃହ ପାଞ୍ଚ ଘଣ୍ଟା ଚାଲୁଥିବା ବେଳେ ଏଥର 6 ଘଣ୍ଟା ଚାଲୁଛି । ସକାଳ 10 ଟା 30 ରୁ ଆରମ୍ଭ ହୋଇ ଦିବା 1.30 ଏବଂ ଅପରାହ୍ନ 4ଟାରୁ 7ଟା ପର୍ଯ୍ୟନ୍ତ କାର୍ଯ୍ୟ ଚାଲିବ । ବିଧାନସଭା ପାଇଁ ସବୁ ମନ୍ତ୍ରୀ, ବିଧାୟକ , ସୁରକ୍ଷା କର୍ମୀ, ବିଧାନସଭା କର୍ମଚାରୀଙ୍କର କରୋନା ପରୀକ୍ଷା ହୋଇଛି ।
ଏ ସମ୍ପର୍କିତ ସମସ୍ତ ଟିକିନିଖି ଖବର ପାଇଁ ପଢନ୍ତୁ ୱାନ ଇଣ୍ଡିଆ ଓଡ଼ିଆ...
READ MORE












Click it and Unblock the Notifications