Odisha Assembly: ଚାଲିପାରିଲାନି ଗୃହ: ୧୨ଟା ଯାଏଁ ଗୃହ ମୁଲତବି
ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ, ଚାଲିପାରିଲାନି ଗୃହ । ୧୨ଟା ଯାଏଁ ଗୃହକୁ ମୁଲତବି ରଖିଲେ ବାଚସ୍ପତି । ଗୃହର ମଧ୍ୟଭାଗରେ ବିଜେଡି ଓ କଂଗ୍ରେସର ପ୍ରବଳ ହଟ୍ଟଗୋଳ । ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗରେ କଂଗ୍ରେସର ହୋହଲ୍ଲା । ଚାଷୀ ସମସ୍ୟା ପ୍ରସଙ୍ଗରେ ବିଜେଡି ବିଧାୟକଙ୍କ ହଟ୍ଟଗୋଳ ।













Click it and Unblock the Notifications