Get Updates
Get notified of breaking news, exclusive insights, and must-see stories!

Odisha Assembly: ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍

ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍। ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀଙ୍କ ଉତ୍ତର । ପୂର୍ବ ସରକାର ୨୦ରୁ ଅଧିକ ଛାତ୍ରଛାତ୍ରୀ ଥିବା ସ୍କୁଲ୍‌କୁ ବନ୍ଦ କରିଥିଲେ
ଆମ ସରକାର ସେଭଳି ୪୬ଟି ସ୍କୁଲକୁ ଖୋଲି ସାରିଲେଣି । ଜିଲ୍ଲାସ୍ତରୀୟ କମିଟିରୁ ନିବେଦନ ଆସିବା ପରେ ବିଚାର କରି ଖୋଲାଯାଉଛି ।

Odisha Assembly
More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+