Odisha Assembly: ଆସନ୍ତା ୭ତାରିଖରୁ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ ଉପରେ ବିଧାନସଭାରେ ଶୁକ୍ରବାର ସାଧାରଣ ଆଲୋଚନା ଶେଷ ହୋଇଛି । ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଆସନ୍ତା ମାର୍ଚ୍ଚ ୭ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି । ଆସନ୍ତା ୭ତାରିଖରୁ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ।













Click it and Unblock the Notifications