Get Updates
Get notified of breaking news, exclusive insights, and must-see stories!

'ବିଧାନସଭାରେ ହୋ ହଲ୍ଲା କରିପାରିବେନି ବିଧାୟକ'

ଡିସେମ୍ବର ପହିଲାରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ । ଏହା ପୂର୍ବରୁ ବିଧାନସଭାରେ ଗୃହ କାର୍ଯ୍ୟ ପରିଚାଳନା ନେଇ କେତେକ ନୂଆ ନିୟମ ବିଷୟରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି।

ଭୁବନେଶ୍ୱର: ଡିସେମ୍ବର ପହିଲାରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ । ଏହା ପୂର୍ବରୁ ବିଧାନସଭାରେ ଗୃହ କାର୍ଯ୍ୟ ପରିଚାଳନା ନେଇ କେତେକ ନୂଆ ନିୟମ ବିଷୟରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି।

Odisha Assembly Session 2021

ପ୍ରଶ୍ନକାଳ ସମୟରେ, ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହାଲ୍ଲା କରିପାରିବେ ନାହିଁ ବୋଲି ବାଚସ୍ପତି କହିଛନ୍ତି । ସିମଲାରେ ବସିଥିବା ସବୁ ରାଜ୍ୟର ବାଚସ୍ପତିଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବାଚସ୍ପତି କହିଛନ୍ତି ଯେ, ବିଧାନସଭାର ଆସନ୍ତା ଅଧିବେଶନ ଆଗରୁ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଏ ନେଇ ସମସ୍ତଙ୍କୁ ଅବଗତ କରାଯିବ।

ଆସନ୍ତା ମାସ ୧ ତାରିଖରୁ ରାଜ୍ୟ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ ୨୯ ତାରିଖରେ ସର୍ବଦଳୀୟ ବୈଠକ ହେବ। ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର କରୋନା ଟେଷ୍ଟ ହେବ। କେଉଁ ଦିନ କାହାର ଟେଷ୍ଟ ହେବ, ଆସନ୍ତା ୨୫ ତାରିଖରେ ବିଏମ୍‌ସି ଓ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହିତ ବୈଠକ ହେବ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+