Get Updates
Get notified of breaking news, exclusive insights, and must-see stories!

ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ସବୁ ଘରକୁ ବିଜୁଳି: କେଭି ସିଂହଦେଓ

ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ସବୁ ଘରକୁ ବିଜୁଳି । ବିଧାନସଭାରେ ଶକ୍ତି ମନ୍ତ୍ରୀ କେଭି ସିଂହଦେଓଙ୍କ ଉତ୍ତର । ବିଦ୍ୟୁତକରଣ ହୋଇନଥିବା ଘରକୁ ସେପ୍ଟେମ୍ବର ସୁଦ୍ଧା ପହଞ୍ଚିବ ବିଜୁଳି । ସବୁ ଘରକୁ ବିଜୁଳି ପାଇଁ ଡିସ୍‌କମ୍‌କୁ ୪୧୫ କୋଟି ଦେଇଛନ୍ତି ସରକାର ।

KV Singh deo

ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଞ୍ଚିବ ବିଦ୍ୟୁତ । ବିଧାନସଭାରେ ଏଭଳି ଘୋଷଣା କଲେ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ରାଜ୍ୟ ସରକାର ବିଦ୍ୟୁତକରଣ ହୋଇନଥିବା ଘର ଗୁଡିକୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି । ସବୁ ଘରକୁ ବିଜୁଳି ଯୋଗାଇବା ପାଇଁ ରାଜ୍ୟ ସରକାର ୪୧୫ କୋଟି ଟଙ୍କା ସମସ୍ତ ଡିସକମ ମାନଙ୍କୁ ଯୋଗାଇ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+