ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଥିବା କହିଲେ ଖଣି ମନ୍ତ୍ରୀ; ତାରା ବାହିନୀପତିଙ୍କ ପ୍ରଶ୍ନରେ ବିଭୁତି ଜେନାଙ୍କ ଉତ୍ତର
ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଥିବା କହିଲେ ଖଣି ମନ୍ତ୍ରୀ । ତାରା ବାହିନୀପତିଙ୍କ ପ୍ରଶ୍ନରେ ଖଣି ମନ୍ତ୍ରୀ ବିଭୁତି ଜେନାଙ୍କ ଉତ୍ତର । ଦେବଗଡ଼ ଜିଲ୍ଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ମିଳିଲା ସୁନାପଥର ସନ୍ଧାନ । ଜିଏସ୍ଆଇ ଦ୍ବାରା ତମ୍ବାପଥର ଅନ୍ବେଷଣ ବେଳେ ମିଳିଲା ସୁନା ସନ୍ଧାନ । ଏହି ଅଞ୍ଚଳରେ ସୁନା ଗଛିତ ଥିବା ଭୂତାତ୍ତ୍ବିକ ଆକଳନରୁ ଜଣାପଡ଼ିଛି । ଏବେ ଏହି ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଉଛି କହିଲେ ମନ୍ତ୍ରୀ ।













Click it and Unblock the Notifications