ବିଧାନସଭାରେ ପୁଣି ବିରୋଧୀଙ୍କ ହଟ୍ଟଗୋଳ; ଗୃହ ଚାଲି ନ ପାରିବାରୁ ୪ଟା ପର୍ଯ୍ୟନ୍ତ ମୁଲତବି

ବିଧାନସଭାରେ ପୁଣି ବିରୋଧୀଙ୍କ ହଟ୍ଟଗୋଳ । ଗୃହ ଚାଲି ନ ପାରିବାରୁ ୪ଟା ପର୍ଯ୍ୟନ୍ତ ମୁଲତବି ।

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା। ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଏଯାବତ ୯୬ ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫ କୋଟି ୯୬ ଲକ୍ଷ ଫେରସ୍ତ କରାଯାଇଛି।ନୂଆ ସରକାର ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକରଣ କରୁଛନ୍ତି।

ଚିଟପଣ୍ଡ୍‌ ଟଙ୍କା ଫେରସ୍ତ ନେଇ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ ଚାଲିଛି। ଅବଶିଷ୍ଟ ଜମାକାରୀଙ୍କୁ ଫେରସ୍ତ ପାଇଁ ତ୍ବରିତ ପଦକ୍ଷେପ ନିଆଯାଉଛି।

ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ସୋମବାର ଗୃହର ଏକ ପ୍ରଶ୍ନର ଉତ୍ତରରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ ରାଜ୍ୟବାସୀଙ୍କୁ ଏକ ବଡ଼ ସୂଚନା ଦେଇଛନ୍ତି।

ODISHA ASSEMBLY SESSION

ରାଜ୍ୟର ୭୬୪ ପଞ୍ଚାୟତରେ ଇଣ୍ଟରନେଟ ସେବା ନ ଥିବା ସେ କହିଛନ୍ତି। ୧୬୭ ବ୍ଲକର ୭୬୪ ପଞ୍ଚାୟତରେ ମୋବାଇଲ ଟାୱାର ନାହିଁ। ସର୍ବାଧିକ କନ୍ଧମାଳ ଜିଲାର ୧୦୬ଟି ପଞ୍ଚାୟତରେ ଟାୱାର ନ ଥିବା ସେ କହିଛନ୍ତି। ଜୁନ ୨୦୨୫ ସୁଦ୍ଧା ବଳକା ୨,୧୯୨ଟି ଟାୱାର୍‌ କାର୍ଯ୍ୟକ୍ଷମ ହେବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+