ଗୃହ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ହୋହଲ୍ଲା; ୧୧ଟା ୩୦ ଯାଏଁ ଗୃହକୁ ମୁଲତବି ରଖିଲେ ବାଚସ୍ପତି

ଗୃହ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ହୋହଲ୍ଲା । ୧୧ଟା ୩୦ ଯାଏଁ ଗୃହକୁ ମୁଲତବି ରଖିଲେ ବାଚସ୍ପତି । ପୋଡ଼ିୟମ ଆଗରେ ବିରୋଧୀ ସଦସ୍ୟଙ୍କ ପ୍ରଦିବାଦ ।
ଗୃହରେ ଘଣ୍ଟ ବାଡ଼େଇ କଂଗ୍ରେସ ସଦସ୍ୟଙ୍କ ପ୍ରତିବାଦ । ପ୍ଲାକାର୍ଡ ଧରି ଗୃହରେ ବିଜେଡି ବିଧାୟକଙ୍କ ନାରାବାଜି ।

odisha assembly

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+