Get Updates
Get notified of breaking news, exclusive insights, and must-see stories!

ଆସନ୍ତା ୨୦ ବର୍ଷ ଯାଏଁ ଟ୍ୱିନ୍ ସିଟିରେ ଗଡିବନି ମେଟ୍ରୋ ଟ୍ରେନ !

ଆସନ୍ତା ୨୦ ବର୍ଷ ଯାଏଁ ଅର୍ଥାତ 2041 ବର୍ଷ ଯାଏଁ ଟ୍ୱିନ୍ ସିଟିରେ ଗଡି ପାରିବନି ମେଟ୍ରୋ ଟ୍ରେନ । ବିଧାନସଭା ପ୍ରଶ୍ନୋତ୍ତର କାଳରେ ଆଜି ଏହି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ।

ଭୁବନେଶ୍ୱର: ଏବେ ଟ୍ୱିନ୍ ସିଟିରେ ଗଡି ପାରିବନି ମେଟ୍ରୋ ଟ୍ରେନ । ଖାଳି ଏବେ ନୂହେଁ ଆସନ୍ତା ୨୦ ବର୍ଷ ଯାଏଁ ଅର୍ଥାତ 2041 ବର୍ଷ ଯାଏଁ ଟ୍ୱିନ୍ ସିଟିରେ ଗଡି ପାରିବନି ମେଟ୍ରୋ ଟ୍ରେନ । ବିଧାନସଭା ପ୍ରଶ୍ନୋତ୍ତର କାଳରେ ଆଜି ଏହି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ।

Metro Train

ଭୁବନେଶ୍ୱର-କଟକରେ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଏକ ସର୍ଭେ କରାଯାଇଥିଲା । ଯେଉଁଥିରେ କି ୨୦୪୧ ପର୍ଯ୍ୟନ୍ତ ଟ୍ୱିନ୍ ସିଟିରେ ମେଟ୍ରୋ ରେଳ ଗଡ଼ିପାରିବନି ବୋଲି ସର୍ଭେ ରିପୋର୍ଟରୁ ଜଣାପଡିଛି ।

ଜନସଂଖ୍ୟା ଆଧାରରେ ସର୍ଭେ ଅନୁଯାୟୀ ଫିଜିବିଲିଟି ନଥିବାରୁ ଏହାକୁ ଆଗକୁ ବଢା ଯାଇ ପାରୁନି ବୋଲି ମନ୍ତ୍ରୀ କହିଛନ୍ତି । ତେବେ ସଦସ୍ୟଙ୍କ ଦାବି ପରେ ପୁଣିଥରେ ସର୍ଭେ ପାଇଁ କେନ୍ଦ୍ର ପାଖରେ ଦାବି ହେବ, ଏଥିରେ କଟକରୁ ଚଣ୍ଡୀଖୋଲ ଓ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ ଏହାକୁ ସମ୍ପ୍ରସାରଣର ପ୍ରସ୍ତାବ ରହିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+