ଆସନ୍ତା ଜୁନ୍ ୨୦ ତାରିଖରେ ବିଧାନସଭା ବାଚସ୍ପତି ନିର୍ବାଚନ

ଆସନ୍ତା ଜୁନ୍ ୨୦ ତାରିଖରେ ବିଧାନସଭା ବାଚସ୍ପତି ନିର୍ବାଚନ । ଏଥିସହିତ ଏହା ପୂର୍ବରୁ ଜୁନ୍ ୧୮ ଏବଂ ୧୯ ତାରିଖରେ ଦୁଇ ଦିନ ଧରି ନୂଆ ବିଧାୟକ ଶପଥ ଗ୍ରହଣ କରିବେ ।

କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରଥମେ ନୂଆ ବିଧାୟକଙ୍କ ଶପଥ ପାଠ କରାଇବେ । ଏହାପରେ ଜୁନ୍ ୨୦ ତାରିଖରେ ନୂଆ ବାଚସ୍ପତି ଚୟନ ପାଇଁ ନିର୍ବାଚନ ହେବ ବୋଲି ସୂଚନା ମିଳିଛି ।

ତେବେ ରାଜ୍ୟରେ ବିଜେପି ସରକାର ଗଠନ କରିସାରିଛି । ବିଧାନସଭାରେ ମଧ୍ୟ ସଂଖ୍ୟାଗରିଷ୍ଠତା ଥିବାରୁ ବିଜେପିର ନେତା ହିଁ ବାଚସ୍ପତି ହେବା ଏକପ୍ରକାର ଧାର୍ଯ୍ୟ । ଅନ୍ୟପଟେ ରଣପୁର ବିଧାୟିକା ସୁରମା ପାଢୀ ବାଚସ୍ପତି ହେବେ ବୋଲି ପୂର୍ବରୁ ଘୋଷଣା ହେଇସାରିଛି । ହେଲେ ବିଧି ମୁତାବକ, ଜୁନ୍ ୨୦ ତାରିଖରେ ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ ବୋଲି ଜଣାପଡିଛି ।

speaker election

ଆସନ୍ତା ଜୁନ୍ ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ । ଏଥିସହିତ ଏହା ପୂର୍ବରୁ ଜୁନ୍ ୧୮ ଏବଂ ୧୯ ତାରିଖରେ ଦୁଇ ଦିନ ଧରି ନୂଆ ବିଧାୟକ ଶପଥ ଗ୍ରହଣ କରିବେ । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରଥମେ ନୂଆ ବିଧାୟକଙ୍କ ଶପଥ ପାଠ କରାଇବେ । ଏହାପରେ ଜୁନ୍ ୨୦ ତାରିଖରେ ନୂଆ ବାଚସ୍ପତି ଚୟନ ପାଇଁ ନିର୍ବାଚନ ହେବ ବୋଲି ସୂଚନା ମିଳିଛି ।

ତେବେ ରାଜ୍ୟରେ ବିଜେପି ସରକାର ଗଠନ କରିସାରିଛି । ବିଧାନସଭାରେ ମଧ୍ୟ ସଂଖ୍ୟାଗରିଷ୍ଠତା ଥିବାରୁ ବିଜେପିର ନେତା ହିଁ ବାଚସ୍ପତି ହେବା ଏକପ୍ରକାର ଧାର୍ଯ୍ୟ । ଅନ୍ୟପଟେ ରଣପୁର ବିଧାୟିକା ସୁରମା ପାଢୀ ବାଚସ୍ପତି ହେବେ ବୋଲି ପୂର୍ବରୁ ଘୋଷଣା ହେଇସାରିଛି । ହେଲେ ବିଧି ମୁତାବକ, ଜୁନ୍ ୨୦ ତାରିଖରେ ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ ବୋଲି ଜଣାପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+