Odisha Assembly: ରାଜ୍ୟରେ ଅଛନ୍ତି ୫୨୮୪ ଭିକାରୀ, ଏହି ଜିଲ୍ଲାରେ ସର୍ବାଧିକ
ରାଜ୍ୟରେ ଅଛନ୍ତି ୫୨୮୪ ଭିକାରୀ । କଟକରେ ସର୍ବାଧିକ ୧୦୬୦ ଭିକାରୀ। ବରଗଡ଼ରେ ୫୯୫, ଗଞ୍ଜାମରେ ୫୪୫, ବଲାଙ୍ଗିରରେ ୪୮୨ ଭିକାରୀ । ସୁନ୍ଦରଗଡ଼ରେ ୪୧୭, ପୁରୀରେ ୩୫୦ ଭିକାରୀ ଅଛନ୍ତି ।

ବିଧାନସଭାରେ ହଟ୍ଟଗୋଳ ଯୋଗୁଁ ଗୃହକୁ ପୁଣି ମୁଲତବି। ୪ଟା ଯାଏଁ ଗୃହକୁ ମୁଲତବି ରଖିଲେ ବାଚସ୍ପତି। ଗୃହର ମଧ୍ୟଭାଗରେ ବିଜେଡିର ପ୍ରବଳ ହଟ୍ଟଗୋଳ।
୧୭ରେ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
ଆସନ୍ତା ୧୭ ତାରିଖରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ୨୦୨୫-୨୬ ଆର୍ଥିକବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଚଳିତ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିଛି। ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୧୩ରୁ ୨୧ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖରେ ଶେଷ ହେବ। ତେବେ ରାଜ୍ୟ ବଜେଟରେ ନୂଆ ସରକାର କେଉଁସବୁ କ୍ଷେତ୍ରକୁ ଗୁରୁତ୍ୱ ଦେବେ ତାହାକୁ ନେଇ ଏବେ ଉତ୍କଣ୍ଠା ବଢ଼ି ଚାଲିଛି।
More From
-
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ନିର୍ବାଚନ ସରିଲେ ବାହାହେବେ ବିଜୟ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications