ରାଜ୍ୟରେ ପ୍ରତିଷ୍ଠା ହେବ ୧୨ଟି ନୂଆ ଇସ୍ପାତ କାରଖାନା

ରାଜ୍ୟରେ ପ୍ରତିଷ୍ଠା ହେବ ୧୨ ଟି ନୂଆ ଇସ୍ପାତ କାରଖାନା । ଏହି ନୂଆ ଇସ୍ପାତ କାରଖାନା ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ୩ଟି କାରଖାନା ପ୍ରତିଷ୍ଠା ହେବ ।

ଭୁବନେଶ୍ବର: ରାଜ୍ୟରେ ପ୍ରତିଷ୍ଠା ହେବ ୧୨ ଟି ନୂଆ ଇସ୍ପାତ କାରଖାନା । ଏହି ନୂଆ ଇସ୍ପାତ କାରଖାନା ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ୩ଟି କାରଖାନା ପ୍ରତିଷ୍ଠା ହେବ । ସେହିପରି ଯାଜପୁର ଜିଲ୍ଲାରେ ୨ଟି, ଅନୁଗୁଳ, କେନ୍ଦ୍ରାପଡା, ଝାରସୁଗୁଡା, ଢେଙ୍କାନାଳ, କେନ୍ଦୁଝର, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ ଲେଖାଏଁ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି ।

Odisha Assembly

ରାଜ୍ୟରେ ବର୍ତ୍ତମାନ ୫୧ ଟି ଇସ୍ପାତ କାରଖାନା ରହିଥିବା ବେଳେ ସେଗୁଡ଼ିକର ବାର୍ଷିକ ଉତ୍ପାଦନ ୩୩.୧୨ ରହିଛି । ଏ ନେଇ ବିଧାନସଭାରେ ବିଜେଡି ବିଧାୟକ ଧ୍ରୁବ ଚରଣ ସାହୁଙ୍କ ପ୍ରଶ୍ନରେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଲିଖିତ ଉତ୍ତର ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+