ନଭେମ୍ବର 21 ରୁ ଶୀତକାଳୀନ ଅଧିବେଶନ, ଡିସେମ୍ବର 30 ପର୍ଯ୍ୟନ୍ତ ଚାଲିବ ଅଧିବେଶନ

odisha Assembly

ଭୁବନେଶ୍ୱର: ଚଳିତ ବର୍ଷ ବିଧାନସଭା ଶୀତକାଳୀନ ଅଧିବେଶନ ନଭେମ୍ବର 21 ରୁ ଆରମ୍ଭ ହେବ । ଡିସେମ୍ବର 30 ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍‌ 33 ଟି କାର୍ଯ୍ୟ ଦିବସ ରହିବ । ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବିଧାନସଭା ପରିଚାଳନା ପାଇଁ ବାଚସ୍ପତି ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡକାଇ ପାରନ୍ତି ବୋଲି ସୂଚନାରୁ ଜଣାପଡ଼ିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+