ଆସନ୍ତା ୨୪ରୁ ବିଧାନସଭା ଶୀତ ଅଧିବେଶନ: ଜାଣନ୍ତୁ, କେତେ ଦିନ ଚାଲିବ ଗୃହକାର୍ଯ୍ୟ
ନଭେମ୍ବର ୨୪ରୁ ଆରମ୍ଭ ହେବ ଓଡିଶା ବିଧାନସଭାର ଶୀତ ଅଧିବେଶନ । ନଭେମ୍ବର ୨୪ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ ।
ଭୁବନେଶ୍ୱର: ନଭେମ୍ବର ୨୪ରୁ ଆରମ୍ଭ ହେବ ଓଡିଶା ବିଧାନସଭାର ଶୀତ ଅଧିବେଶନ । ନଭେମ୍ବର ୨୪ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ । ଷୋଡଶ ବିଧାନସଭାର ୧୧ ତମ ଅଧିବେଶନ ପାଇଁ ଏହି ଘୋଷଣା କରାଯାଇଛି । ଏହି ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟଦିବସ ରହିଛି ।

ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ଏଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ ଆସିବାର ସମ୍ଭାବନା ରହିଛି । ଗୃହକାର୍ଯ୍ୟ ପରିଚାଳନା ପାଇଁ ଖୁବଶୀଘ୍ର ସର୍ବଦଳୀୟ ବୈଠକ ଡାକି ପାରନ୍ତି ବାଚସ୍ପତି । ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଆଗତ ହେବ । ଡିସେମ୍ବର 12ରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍ । ଶୀତ












Click it and Unblock the Notifications