ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ: ଗୃହ ଆରମ୍ଭ ହେଉ ହେଉ ବିରୋଧୀଙ୍କ ଜୋରଦାର ହଟ୍ଟଗୋଳ
ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ତେବେ ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନ ଆରମ୍ଭ ହେଉ ହେଉ ଗୃହରେ ହଟ୍ଟଗୋଳ ଆରମ୍ଭ କରି ଦେଇଛନ୍ତି ବିରୋଧୀ ।
odisha budget 2021: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ତେବେ ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନ ଆରମ୍ଭ ହେଉ ହେଉ ଗୃହରେ ହଟ୍ଟଗୋଳ ଆରମ୍ଭ କରି ଦେଇଛନ୍ତି ବିରୋଧୀ । ଫଳରେ ଦିନ ସାଢେ 11ଟା ଯାଏଁ ଗୃହକାର୍ଯ୍ୟକୁ ମୁଲତବୀ ରଖିଛନ୍ତି ବାଚସ୍ପପତି ।
ତେବେ 2ୟ ପର୍ଯ୍ୟାୟ ଅଧିବେସନରେ ସରକାରଙ୍କୁ ଘେରିବା ପାଇଁ ମାଳ ମାଳ ପ୍ରସଙ୍ଗ କରିଛନ୍ତି ବିରୋଧୀ । ଶିମିଳିପାଳ ନିଆଁଠୁ ଆଇନଶୃଙ୍ଖଳା, ମଣ୍ଡି ଅବ୍ୟବସ୍ଥା, ଚାଷୀ ସମସ୍ୟା ଆଦି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବେ ବିରୋଧୀ ।

କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି, ଶିମିଳିପାଳ ନିଆଁ, ଚାଷୀ ପ୍ରସଙ୍ଗରେ ସରକାରଙ୍କୁ ଘେରିବ ଦଳ । ଏହାର ଜବାବ ଦେଇ ବିଜେଡି କହିଛି, ଜଙ୍ଗଲ ନିଆଁକୁ ନିୟନ୍ତ୍ରଣ କରିବାକୁ ସରକାର ଅନେକ ପଦକ୍ଷେପ ନେଇଛନ୍ତି । ବିରୋଧୀ ଦଳ ଯେଉଁ ପ୍ରସଙ୍ଗ ଉଠାଇବ, ତାକୁ ସାମ୍ନା କରିବାକୁ ପ୍ରସ୍ତୁତ ଅଛି ଶାସକ ଦଳ ।
କଂଗ୍ରେସ ବିଧାୟକ ଦଳ ନେତା ନରିସଂହ ମିଶ୍ର ସିଧାସଳଖ ସରକାରଙ୍କୁ ଆକ୍ଷେପ କରି କହିଛନ୍ତି, ସରକାର ଚାଷୀଙ୍କୁ ଠକିଛନ୍ତି। ଚାଷୀ ଧାନ ବିକ୍ରି କରି ନ ପାରି ଆତ୍ମହତ୍ୟା କରିବାକୁ ବାହାରିଲେଣି। ଏ ନେଇ ସସସ୍ତ ସଦସ୍ୟ ଗୃହରେ ଉଦ୍ବେଗ ପ୍ରକାଶ କଲେ। ଦୁଇ ଦିନ ଗୃହ ଅଚଳ ହେଲା। ପରେ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହେଲା ପଞ୍ଜୀକୃତ ହୋଇଥିବା ପ୍ରକୃତ ଚାଷୀଙ୍କର ସମସ୍ତ ଧାନ ସରକାର କିଣିବେ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications