Odisha Budget 2024: ଆଗାମୀ ୫ ବର୍ଷରେ ୧୮୫୮ ସ୍ୱାସ୍ଥ୍ୟକେନ୍ଦ୍ରର ହେବ ରୂପାନ୍ତରଣ, BSKY ପାଇଁ ୫୪୫୦ କୋଟି ବ୍ୟୟବରାଦ

Odish Budget 2024: ରାଜ୍ୟ ବଜେଟ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ମୋଟ୍ ୧ ଲକ୍ଷ ୧୮ ହାଜର କୋଟିର କାମଚଳା ବଜେଟ୍ ଉପସ୍ଥାପନ ହୋଇଛି ଯେଉଁଥିରେ ସବୁ ବର୍ଗକୁ ଗୁରୁତ୍ୱ ଦିଆଯାଇଛି । ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଗାମୀ ୫ ବର୍ଷରେ ୧୮୫୮ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ କରାଯିବ ଯେଉଁଥି ପାଇଁ ୫ ବର୍ଷରେ ୩୩୮୯ କୋଟି ବ୍ୟୟ କରାଯିବ । ସେହିପରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୫୪୫୦ କୋଟିର ବ୍ୟୟବରାଦ କରାଯାଇଛି ।

Odisha Budget 2024

ଏହାସହ ରାଜ୍ୟ ସ୍ୱାସ୍ଥ୍ୟ ଭିତ୍ତିଭୂମି, ରୋଗୀଙ୍କ ମୌଳିକ ସୁବିଧା ଏବଂ ସେବା ପାଇଁ ଚଳିତ ଆର୍ଥିକ ବର୍ଷ ପାଇଁ ୧ ହଜାର ୩୧୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ସେହିପରି ଚଳିତ ଆର୍ଥିତ ବର୍ଷ ପାଇଁ ବିଜୁ ସ୍ୱାସ୍ଥ୍ୟ କାର୍ଡ ପାଇଁ ୫୪୫୦ କୋଟି ଟଙ୍କା ବ୍ୟୟ ବରାଜ କରାଯାଇଛି ବୋଲି ବିଧାନସଭାରେ ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ । ୨୦୦୫ ରୁ ୨୦୨୦ ମଧ୍ୟରେ ଶିଶୁ ମୃତ୍ୟୁ ହାର ହ୍ରାସ ପାଇଛି । ଚଳିତ ବର୍ଷ ମଧ୍ୟ ରାଜ୍ୟ ସରକାର ସମସ୍ତଙ୍କ ପାଇଁ ସ୍ୱାସ୍ଥ୍ୟ ସେବାକୁ ଅଧିକ ପ୍ରାଥମିକତା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+